om academy

ସୀମାରେ ପୁଣି ଗୁଳିବିନିମୟ

jsm

ମାଲକାନଗିରି : ସୀମାରେ ପୁଣି ଗୁଳିବିନିମୟ । ସୀମାନ୍ତ ଛତିଶଗଡ଼ର ନାରାୟଣପୁର, ବିଜାପୁର ଏବଂ ଦନ୍ତେୱାଡା ସୀମାରେ ପୁଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ଚାଲିଛି । ସୁରକ୍ଷା କର୍ମୀଙ୍କ ଗୁଳିମାଡ଼ରେ ଜଣେ ନିକ୍ସଲ ନିପାତ ହୋଇଥିବା ଜଣାପଡ଼ିଛି । ଅନ୍ୟ ୨ ଜଣ ନକ୍ସଲ ଆହତ ହୋଇଥିବା ଖବର ମିଳିଛି ।

Leave A Reply

Your email address will not be published.