୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ଗୁଳିମାଡ଼ : ୨ ଗୁରୁତର

ବଡ଼ବିଲ : ବଡ଼ବିଲ ଉଲିବୁରୁରେ ୨ ଗୋଷ୍ଠୀ ମୁହାଁମୁହିଁ ପରେ ଗୁଳିମାଡ଼ ହୋଇଥିବା ଜଣାପଡିଛି । ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ହଣାକଟା ଓ ଗୁଳି ଫୁଟିଥିବା ଜଣାପଡ଼ିଛି । ଏଥିରେ ୨ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ବଡ଼ବିଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରକାଶ ଯେ, ଏହା ପୂର୍ବ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଘଟିଥିବା ଅନୁମାନ କରାଯାଉଛି ।

Leave A Reply

Your email address will not be published.

twelve − three =