ls

ଗୁଣା‌ତ୍ମକ ଶିକ୍ଷା ପ୍ରଦାନ କାର୍ଯ୍ୟକ୍ରମ

sb

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଓଡିଶା ଆଦର୍ଶ ବିଦ୍ୟାଳୟ ନିମନ୍ତେ ୨୮୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ସମଗ୍ର ଶିକ୍ଷା ପାଇଁ ୩ ହଜାର ୬୬ କୋଟି ଏବଂ ମଧ୍ୟାହ୍ନ ଭୋଜନ ନିମନ୍ତେ ୯୫୭ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ମୋ ସ୍କୁଲ କାର୍ୟ୍ୟକ୍ରମ ପାଇଁ ୨୫୩ କୋଟି ଏବଂ ମୋ କଲେଜ ଅଭିଯାନ ପାଇଁ ୭ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ରାଜ୍ୟ ସୂଚନା ଓ ଲୋକ ସ‌‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

pc pk
Leave A Reply

Your email address will not be published.