![om academy](https://koshalaprabahalive.com/wp-content/uploads/2024/05/kkkk.jpg)
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଜାତୀୟ ରାଜପଥ ୨୬ ନମ୍ବର ବରଗାଁଠାରେ ଭାରସାମ୍ୟ ହରାଇ ଯୁବକ ଜଣକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସୂଚନାନୁସାରେ ସ୍ଥାନୀୟ ଲୋକେ ଦେଖିବା ପରେ ଆମ୍ବୁଲାନ୍ସକୁ ଖବର ଦେଇଥିଲେ । ଆମ୍ବୁଲାନ୍ସ ଆସିବା ପରେ ସଇଁନ୍ତଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଇଥିବା ଜଣାପଡିଛି । ଯୁବକଙ୍କ ପରିଚୟ ଜଣାପଡି ନ ଥିବା ସୂଚନା ମିଳିଛି ।