ଫୁଲଝରନ ପ୍ରାଥମିକ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିକଟସ୍ଥ ଫୁଲଝରନ ପ୍ରାଥମିକ ବିଦ୍ୟାଳୟରେ କୋଭିଡ-୧୯ ନିୟମକୁ ଦୃଷ୍ଟିରେ ରଖି ବିନା ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ଗୁରୁ ଦିବସ ପାଳିତ ହୋଇଯାଇଛି । ଗୁରୁ ଦିବସ ଅବସରରେ ବିଦ୍ୟାଳୟରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରାଯାଇଥିଲା । ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମୀନତି ଦାଶ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଶିକ୍ଷକ ଉଦ୍ଧବ ଚରଣ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave A Reply

Your email address will not be published.