om academy

ଦୟାନନ୍ଦ ପ୍ଲେ ସ୍କୁଲରେ ଗୁରୁଦିବସ ପାଳିତ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଗୁରୁଦିବସ । ଏହି ଅବସରରେ ସ୍ଥାନୀୟ ପେଲେସ ଲାଇନ୍‌ ସ୍ଥିତ ଦୟାନନ୍ଦ ପ୍ଲେ ସ୍କୁଲ ଠାରେ ଗୁରୁଦିବସ ପାଳିତ ହୋଇଯାଇଛି । ଏଥିରେ ସ୍କୁଲର ପ୍ରିନ୍ସିପଲ୍‌ଙ୍କ ଉପସ୍ଥିତିରେ ସ୍କୁଲର ଶିକ୍ଷୟତ୍ରୀମାନଙ୍କ ସହଯୋଗରେ ଗୁରୁଦିବସ ପାଳିତ ହୋଇଥିବା ବେଳେ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.