pakka

ଓଲଟିଲା ବସ୍ : ୮ ଗୁରୁତର

bbehera

ରେଢ଼ାଖୋଲ : ଭୁବନେଶ୍ୱରରୁ ହୀରାକୁଦ ଆସୁଥିବା ଶିବମ୍ ନାମକ ଏକ ଘରୋଇ ବସ୍ (ଓଡି୧୫-ସି୩୧୫୫) ଭୋର ୪ଟା ୪୫ ମିନିଟ୍ ସମୟରେ ଚାରମାଳ ଥାନା ନୂଆପଡ଼ା ଛକରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିବା ସୂଚନା ମିଳିଛି । ଏଥିରେ କଣ୍ଡକ୍ଟର ରାଜ କୁମାର ମହାନ୍ତିଙ୍କ ସମେତ ୮ ଯାତ୍ରୀ ଗରୁତର ହୋଇଥିଲେ । ସେମାନଙ୍କୁ ପ୍ରଥମେ ରେଢ଼ାଖୋଲ ଡାକ୍ତରଖାନା ଓ ପରେ ବୁର୍ଲା ଭିମସାରକୁ ସ୍ଥାନାନ୍ତରିତ କରାଯାଇଥିବା ଖବର ମିଳିଛି ।

jay balangir
Leave A Reply

Your email address will not be published.

nineteen − twelve =

error: Content is protected !!