shyamal

ଆମ୍ବୁଲାନ୍ସ ଓ ଲରି ମୁହାଁମୁହିଁ ଧକ୍କା : ୬ ଜଣ ମୃତ, ୨ ଗୁରୁତର ଆହତ

କୋଲକାତା : ପଶ୍ଚିମବଙ୍ଗର ମେଦିନୀପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମେଦିନୀପୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଏକ ଲରି ସହିତ ମୁହାଁମୁହିଁ ଧକ୍କା । ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

purusottam
Leave A Reply

Your email address will not be published.