ଅଜଣା ଟ୍ରକ୍ ଧକ୍କାରେ ଜଣେ, ମୃତ ଜଣେ ଗୁରୁତର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ବାଇପାସ୍ କଲେଜ୍ ଛକରେ ଏକ ଅଜଣା ଟ୍ରକ୍ ଧକ୍କାରେ ଜଣେ ମୃତ ଆଉ ଜଣେ ଗୁରୁତର ହୋଇ ବ୍ରହ୍ମପୁର ବଡ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ମୃତ ବ୍ୟକ୍ତି ଜଣକ ହେଲେ ରଘୁନାଥ ସ୍ୱାଇଁ (୩୫) , ସେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ବଧି ନୂଆପଲ୍ଲୀ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.