ଲୁହା ଗ୍ରୀଲ ଖସିପଡ଼ି ୩ ଶିଶୁ ଗୁରୁତର : ଡାକ୍ତରଖାନାରେ ଭର୍ତ୍ତି

ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକ ଅନ୍ତର୍ଗତ ଝିଗିଡି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମୁଖରେ ପଞ୍ଚାୟତ କାର୍ଯ୍ୟାଳୟ ପାଚେରୀର ଲୁହା ଗ୍ରୀଲ ପଡ଼ି ୩ ବାଳକ ଗୁରୁତର ହୋଇଥିବା ଜଣାପଡିଛି । ସେମାନଙ୍କୁ ବିଷମ କଟକ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.

error: Content is protected !!