ସାମାଜିକ ଗଣମାଧ୍ୟମର ଉପଯୋଗ କରି ଜନ ସଚେତନତା ଓ ସୂଚନା ବ୍ୟବସ୍ଥାକୁ ବ୍ୟାପକ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମ୍ମିଳନୀରେ ଯୋଗଦେଇ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ସାମାଜିକ ଗଣମାଧ୍ୟମର ଉପଯୋଗ କରି ଜନ ସଚେତନତା ଓ ସୂଚନା ବ୍ୟବସ୍ଥାକୁ ବ୍ୟାପକ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.