ବଲାଙ୍ଗିର ଡିଷ୍ଟ୍ରିକ୍ଟ କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଏସୋସିିଏସନ୍‌ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଡିଷ୍ଟ୍ରିକ୍ଟ କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଏସୋସିିଏସନ୍‌ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି । ଏସୋସିଏସନ୍‌ ପକ୍ଷରୁ କୁହାଯାଇଛି ଯେ, ସମସ୍ତ ଔଷଧ ବ୍ୟବସାୟୀ ଆଇନ ଅନୁଯାୟୀ ଔଷଧ ବ୍ୟବସାୟ କରନ୍ତୁ । ଯଦି କେହି ଅସାଧୁ ଉପାୟ ଅବଲମ୍ବନ କରନ୍ତି ତେବେ, ଆଇନ ଅନୁସାରେ ସେମାନେ ଦଣ୍ଡିତ ହେବେ । ଅସାଧୁ ଔଷଧ ବ୍ୟବସାୟୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛି ଜିଲ୍ଲା ସଂଘ ।

Leave A Reply

Your email address will not be published.