pakka

ଖେଳକୁ ନେଇ ହଣାକଟା

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱର ସୂର୍ଯ୍ୟନଗର ଦୁର୍ଗାମଣ୍ଡପ ବସ୍ତିରେ ଖେଳକୁ ନେଇ ହଣାକଟା ହୋଇଥିବା ଜଣାପଡିଛି । ଗୁରୁତର ଅବସ୍ଥାରେ ୨ ଜଣଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖେଳକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାକୁ ନେଇ ଜଣେ ଯୁବକ ଖଣ୍ଡାରେ ୨ ଜଣକୁ ହାଣି ଦେଇଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି ।

Leave A Reply

Your email address will not be published.

two × 5 =