pakka

ମାମୁକୁ ହାଣିଲା ଭଣଜା

bbehera

ବାଲିଗୁଡ଼ା : ବିଳମ୍ବିତ ରାତିରେ ବାଲିଗୁଡ଼ା ଆଣ୍ଟ ସାହିରେ ଘଟିଛି ଏକ ଅଘଟଣ । ଜମିଜମା ବିବାଦକୁ ନେଇ ମାମୁକୁ ହାଣିଲା ଭଣଜା । ଏଣେ ମାମୁଙ୍କ ପକ୍ଷରୁ ପ୍ରତିଆକ୍ରମଣରେ ମଧ୍ୟ ଭଣଜା ସମେତ ମାମୁର ଦୁଇ ପୁଅ ଓ ଭଣଜାର ସ୍ତ୍ରୀ ଓ ପିଲାଙ୍କ ସମେତ ୭ଜଣ ମଧ୍ୟ ଆକ୍ରମଣ ଶିକାର ହୋଇଛନ୍ତି । ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ମେଡିକାଲ୍‌ରେ ଭର୍ତ୍ତି ହୋଇ ପ୍ରାଥମିକ ଚିକିତ୍ସା ପରେ ମାମୁ ଆଲାଉଦ୍ଦିନ (୬୫)ଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିବା ବେଳେ ଅନ୍ୟମାନଙ୍କୁ ବ୍ରହ୍ମପୁର ଓ ଫୁଲବାଣୀ ପଠାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

jay balangir
Leave A Reply

Your email address will not be published.

two × four =