କଣ୍ଟାବାଞ୍ଜିରୁ ହାରିଲେ ନବୀନ ପଟ୍ଟନାୟକ : ଜିତିଲେ ଲକ୍ଷ୍ମଣ ବାଗ

ଭୁବନେଶ୍ୱର : କଣ୍ଟାବାଞ୍ଜିରୁ ହାରିଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ, ଜିତିଲେ ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗ । ବିଜେପି ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ଠାରୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହାରି ଯାଇଥିବା ବେଳେ ଲକ୍ଷ୍ମଣ ନବୀନଙ୍କୁ ହରାଇ ରେକର୍ଡ ସୃଷ୍ଟି କରିଛନ୍ତି ବୋଲି ରାଜନୀତି ଜଗତରେ ଚର୍ଚ୍ଚା ହେଉଛି ।

Leave A Reply

Your email address will not be published.