୧୬ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୧୬ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ ହୋଇଯାଇଛି । ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ଏହି ମେଳା ଆସନ୍ତା ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଅପରାହ୍ନ ୩ଟାରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ନିମନ୍ତେ ଏହା ଖୋଲାରହିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.