ଜଗତପୁରରେ ହାତୀପଲଙ୍କ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ

କଟକ : କଟକ ଜଗତପୁରରେ ହାତୀପଲଙ୍କ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ନିମପୁରରେ ବୃଦ୍ଧ ଓ ବୃଦ୍ଧାଙ୍କୁ ଦଳି ମାରିଦେଇଛନ୍ତି ହାତୀପଲ । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟ ଦେଖାଦେଇଛି । ଜଗତପୁର ଗୋଲେଇ ଛକଠାରୁ ଆଇବି ରୋଡ ପର୍ଯ୍ୟନ୍ତ ଲୋକେ ସତର୍କ ରହିବା ପାଇଁ କୁହାଯାଇଛି । ହାତୀକୁ ଘଉଡ଼ାଇବା ପାଇଁ ଉଦ୍ୟମ ଜାରି ରଖିଛି ବନ ବିଭାଗ ।

Leave A Reply

Your email address will not be published.

error: Content is protected !!