centurian jitm

ଗାଁରେ ପଶି ଘର ଭାଙ୍ଗିଲେ ହାତୀପଲ

nschool

ଗୁଡ଼ଭେଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ଅଧୀନ ଜାମୁଟ, ରହେନମାଳ ଓ ତରଙ୍ଗମୁଣ୍ଡାରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି । ରବିବାର ସକାଳେ ଏହିସବୁ ଗ୍ରାମର ଚାଷୀଙ୍କ ରାହାଡି, ଧାନ ଓ ପରିବାର ଫସଲକୁ ହାତୀପଲ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି । ଏଥିସହ ଜାମୁଟ ଗ୍ରାମର ଶ୍ୟାମ ଧରୁଆଙ୍କ ଘରକୁ ହାତୀପଲ ଭାଙ୍ଗି ଦେଇଥିବା ଜଣାପହିଛି । ସେମାନଙ୍କୁ ଘଉଡାଇବାକୁ ଉଦ୍ୟମ କରାଯାଉଥିବା ଗୁଡ଼ଭେଲା ଜଙ୍ଗଲ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.