pakka

ପଥରରେ ଛେଚି ଯୁବକଙ୍କୁ ହତ୍ୟା

bbehera

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଠିକଟା ଥାନା ବଲାଣି ପଂଚାୟତ ଓରାମ ବସ୍ତି ପାଖ ବିଲ ନିକଟରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଜଣାପଡ଼ିଛି । ମୃତ ଯୁବକ ଜଣକ ବୁଧୁଆ ଟପୋ ବୋଲି ଜଣାପଡ଼ିଛି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଂଚି ମୃତ ଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି । ତେବେ ବୁଧୁଆଙ୍କୁ କିଏ ଓ କେଉଁ କାରଣରୁ ହତ୍ୟା କରିଛି ତାହା ସ୍ପଷ୍ଟ ଭାବରେ ଜଣା ପଡ଼ିନାହିଁ ।

jay balangir
Leave A Reply

Your email address will not be published.

three × five =