jayashree

ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଜିଲ୍ଲାକୁ ଗସ୍ତ କରି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବାକୁ ଥିବା ବେଳେ ମୁଖ୍ୟମନ୍ତ୍ରୀ ସେଠାରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏହି କାର୍ୟ୍ୟକ୍ରମରେ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ ।

Leave A Reply

Your email address will not be published.