pakka

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଆସନ୍ତା ୨ ମାସ ଭିତରେ ସ୍କୁଲ ଖୋଲ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି । ଆସନ୍ତା ୨ ମାସ ଭିତରେ ସ୍କୁଲ ଖୋଲିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି । କୋଭିଡ଼ କଟକଣା ଭିତରେ କିଭଳି ସ୍କୁଲ ଖୋଲା ଯାଇପାରିବ ଏନେଇ ରାଜ୍ୟ ସରକାର କୋର୍ଟଙ୍କୁ ଜଣାଇବେ । ତେବେ କୋଭିଡ଼ କଟକଣା ଭିତରେ ସ୍କୁଲ ଖୋଲିବା ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା, ଯାହାର ବିଚାର କରି କୋର୍ଟ ଏଭଳି ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.

16 + 17 =