ଆସାମ ପୁଲିସ ବିଭାଗରେ ଡିଏସ୍‌ପି ପଦରେ ନିଯୁକ୍ତି ପାଇଲେ ଦୌଡରାଣୀ ହିମା ଦାସ

ନୂଆଦି‌ଲ୍ଲୀ : ଦୌଡରାଣୀ ତଥା ଭାରତର ସୁନାଝିଅ ହିମା ଦାସ ଆସାମ ପୁଲିସ ବିଭାଗରେ ଡିଏସ୍‌ପି ପଦରେ ନିଯୁକ୍ତି ପାଇଛନ୍ତି । ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ୍‌ ଶୁକ୍ରବାର ହିମାଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ । ଏହି ଅବସରରେ ଆସାମ ପୁଲିସ ବିଭାଗର ମହାନିର୍ଦେଶକ ତଥା ଅନ୍ୟ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.