ଆଜିଠୁ ଆରମ୍ଭ ହକି ମହାକୁମ୍ଭ

କଟକ : ଆଜିଠୁ ହକି ମହାକୁମ୍ଭ ଆରମ୍ଭ । ବୁଧବାର କଟକର ବାରବାଟୀ ଷ୍ଟାଡ଼ିୟମରେ ହକି ମହାକୁମ୍ଭର ଉଦଘାଟନୀ ଉତ୍ସବ ପରେ ଆଜିଠୁ ଆରମ୍ଭ ହେଉଛି ମେଗା ଟୁର୍ଣ୍ଣାମେଣ୍ଟ । ଆଜି ପ୍ରଥମ ଦିନରେ ୪ଟି ମ୍ୟାଚ୍ ଖେଳାଯିବ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଆଜି ୨ଟି ଲେଖାଏଁ ମ୍ୟାଚ ଖେଳାଯିବ । ଆଜି ପ୍ରଥମ ମ୍ୟାଚ ଆରମ୍ଭ ହେବ । ଏଥିପାଇଁ ଭୁବନେଶ୍ବରର କଳିଙ୍ଗ ଓ ରାଉରକେଲାର ବିର୍ସା ମୁଣ୍ଡାର ଷ୍ଟାଡ଼ିୟମ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ।

Leave A Reply

Your email address will not be published.