pakka

କଣ୍ଟାବାଞ୍ଜି ସହରର ବିଭିନ୍ନ ସ୍ଥାନରେ ଧୁମ୍‌ଧାମରେ ହୋଲି ପର୍ବ ପାଳିତ

bbehera

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ କଣ୍ଟାବାଞ୍ଜି ସହରର ବିଭିନ୍ନ ସ୍ଥାନରେ ରଙ୍ଗ ବେରଙ୍ଗର ଅବିରରେ ଧୁମ୍‌ଧାମ୍‌ରେ ହୋଲି ମହୋତ୍ସବ ସୁରୁଖୁରୁରେ ପାଳିତ ହୋଇଯାଇଛି । ଗତ ଦୁଇ ବର୍ଷ କରୋନା କଟକଣା ଯୋଗୁଁ ସମସ୍ତ ପର୍ବ ଫିକା ପଡିଥିବା ବେଳେ ଚଳିତ ବର୍ଷ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି ହୋଲି । ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ ନିର୍ବିଶେଷରେ ଅଞ୍ଚଳର ସମସ୍ତେ ଏକ ହୋଇ ପରସ୍ପରକୁ ଅବିର ବୋଳାବୋଳି ହୋଇ ହୋଲି ପର୍ବକୁ ଉପଭୋଗ କରିଥିଲେ ।

Leave A Reply

Your email address will not be published.

nine + 20 =