ନୂଆଦିଲ୍ଲୀ : ହସ୍ପିଟାଲରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ । କଂଗ୍ରେସ ନେତ୍ରୀ ତଥା ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀଙ୍କର ସ୍ୱାସ୍ଥ୍ୟ ଖରାପ ଯୋଗୁଁ ତାଙ୍କୁ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ପେଟ ଜନିତ ସମସ୍ୟା ଯୋଗୁଁ ହସ୍ପିଟାଲରେ ଆଡମିଟ୍ କରାଯାଇଥିବା ଜଣାପଡ଼ିଛି ।