ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା କଳା ଓ ସଂସ୍କୃତି ସଂଘ ପକ୍ଷରୁ ପ୍ରଖ୍ୟାତ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ଏବଂ ତାଙ୍କର ସ୍ମୃତିଚାରଣ କରାଗଲା । ଏଥିରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଂଜନ ମିଶ୍ର, ଜିଲ୍ଲା କଳା ଓ ସଂସ୍କୃତି ସଂଘର ଉପସଭାପତି ସୁଦାମ ବିଶି ଏବଂ ବିଭିନ୍ନ ବ୍ଲକର ଉପସଭାପତିମାନେ ଯୋଗ ଦେଇଥିଲେ ।
Next Post