om academy

ପୁରୁଣା ଆର୍‌ଆଇ ଅଫିସକୁ ଧକ୍ଳା ଦେଲା ଥଣ୍ଡା ବୋଝେଇ ଆଇଚର୍

jsm

ବୌଦ୍ଧ,(ବଂଶୀଧର ମାଝୀ): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ନଂ.୫୭ ଜାତୀୟ ରାଜପଥ ଆଡେଣିଗଡସ୍ଥିତ ପୁରୁଣା ଆର୍‌ଆଇ ଅଫିସକୁ ବୁଧବାର ରାତିରେ ଏକ ଥଣ୍ଡା ବୋଝେଇ ଆଇଚର୍‌ ଧକ୍ଳା ଦେଇଥିବା ଜଣାପଡିଛି । ପ୍ରକାଶ ଯେ ଭୁବନେଶ୍ବରରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ବେଳେ ଓଡି୦୨ବି ଏଫ୬୮୭୭ ନମ୍ବର ଗାଡ଼ି ଭାରସାମ୍ୟ ହରାଇ ଜାତୀୟ ରାଜପଥ କଡରେ ଥିବା ପରୁଣା ଆର୍‌ଆଇ ଅଫିସକୁ ଧକ୍ଳା ଦେଇଥିଲା । ଫଳରେ ଗାଡିର ଡ୍ରାଇଭର୍‌ ଓ ହେଲପର ଅଳ୍ପେକେ ବର୍ତ୍ତି ଯାଇଥିବା ବେଳେ ସ୍ଥାନୀୟ ଫାଣ୍ଡି ଅଧିକାରୀ ସନ୍ତୋଷ କୁମାର ସ୍ବାଇଁ ଦୁର୍ଘଟଣାର ତଦନ୍ତ କରୁଥିବା ଜଣାପଡିଛି।

Leave A Reply

Your email address will not be published.