oum

ଆଜି ବି କେନ୍ଦୁଝରରେ ଇଣ୍ଟରନେଟ୍ ସେବା ବନ୍ଦ

jsm

କେନ୍ଦୁଝର : ଆଜି ବି କେନ୍ଦୁଝରରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଥିବା ସୂଚନା ମିଳିଛି । ତେବେ ଯୋଡାରେ ଦୁଇ ଗୋଷ୍ଠୀ ମଧ୍ୟରେ ଲାଗି ରହିଥିବା ଉତେଜନାକୁ ଦୃଷ୍ଟିରେ ରଖି ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଥିବା ଜଣାପଡିଛି । ତେବେ ଆସନ୍ତାକାଲି ହନୁମାନ ଜୟନ୍ତୀ ଥିବାରୁ ଅଧିକ ଫୋର୍ସ ମୁତୟନ ହୋଇଥିବା ବେଳେ ଯୋଡାରେ ୧୪୪ ଧାରା ଜାରି ରହିଛି ।

Leave A Reply

Your email address will not be published.