oum

ଡିଜି ପାହ୍ୟାକୁ ଗଲେ ୩ ଆଇପିଏସ୍‌

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୧୯୯୦ ବ୍ୟାଚ୍‌ର ୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଥିବା ଜଣାପଡିଛି । ସୁଧାଂଶୁ ଷଡଙ୍ଗୀ, ଅରୁଣ ଷଡଙ୍ଗୀ ଏବଂ ୱାଇ ବି ଖୁରାନିଆଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.