om academy

୪୧ ଗ୍ରାମ୍ ବ୍ରାଉନସୁଗାର ଜବତ

jsm

ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲା ଜଟଣୀରୁ ୪୧ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ଖବର ମିଳିଛି । ଏହି ବ୍ରାଉନସୁଗାର ଜବତ କରିଛି କମିଶନରେଟ୍ ପୋଲିସ । ଏହା ସହ ଦୁଇ ବ୍ରାଉନସୁଗାର ବେପାରୀଙ୍କୁ ପୋଲିସ ଗିରଫ କରିଥିବା ସୂଚନା ରହିଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୪ ଲକ୍ଷରୁ ଅଧିକ ହେବ ବୋଲି କୁହାଯାଉଛି ।

Leave A Reply

Your email address will not be published.

2 + 12 =