ଯକ୍ଷ୍ମା ରୋଗ ସଂପୂର୍ଣ୍ଣ ନିରାକରଣର ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସଦର ମହକୁମା ସ୍ଥିତ ଜାତୀୟ ସ୍ୱାସ୍ଥ୍ୟ ମିଶନର ସମ୍ମିଳନୀ କକ୍ଷଠାର ଯକ୍ଷ୍ମା ରୋଗ ସଂପୂର୍ଣ୍ଣ ନିରାକରଣ ନିମିତ୍ତ ମେଡିକାଲ ଅଫିସରମାନଙ୍କ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସ୍ୱାସ୍ଥ୍ୟ ସମିତି ବରଗଡ ଆନୁକୂଲ୍ୟରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପର୍ଯ୍ୟାୟ କ୍ରମେ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି । ଏହି ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ପିଏମ୍‌ଡିଟି ଗାଇଡ ଲାଇନ ଏବଂ ପିଏମ୍‌ଟିପିଟି ସଂପର୍କରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ହୋଇଥିଲା ।

Leave A Reply

Your email address will not be published.

2 × three =

error: Content is protected !!