ରାୟଗଡ଼ ଜିଲ୍ଲାରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାୟଗଡ଼ ଜିଲ୍ଲାରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ କ୍ୟାବିନେଟ୍ ବୈଠକରେ ୩ଟି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ୨ ବର୍ଷ ଭିତରେ କାର୍ଯ୍ୟ ଶେଷ ହେବାକୁ ଥିବା ଏହି ପ୍ରକଳ୍ପ ଦ୍ୱାରା ୧୨୯ଟି ଗାଁର ୩୫,୪୦୦ରୁ ଅଧିକ ଲୋକ ଉପକୃତ ହେବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.