ଭାପୁର ମେଡିକାଲରେ ପାନୀୟ ଜଳ ସମସ୍ୟା

ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ଭାପୁର ସରକାରୀ ଚିକିତ୍ସାକେନ୍ଦ୍ରରେ ଜଳ ସମସ୍ୟା ଦେଖାଦେଇଛି । ଦୀର୍ଘ ଦିନ ହେବ ପାନୀୟ ଜଳ ସଙ୍କଟ ପାଇଁ ଚିକିତ୍ସାଳୟକୁ ଆସୁଥିବା ରୋଗୀ ଏବଂ ରୋଗୀଙ୍କ ପରିଜନ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ଅଭିଯୋଗ ହେଉଛି । ତୁରନ୍ତ ଏହି ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରି ସମସ୍ୟାର ସମାଧାନ କରିବାକୁ ସାଧାରଣରେ ଦାବୀ ହେଉଛି ।

Leave A Reply

Your email address will not be published.