ଜଳମଗ୍ନ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହ

ଭଦ୍ରକ : ଲଘୁଚାପ ଜନିତ ଲଗାଣବର୍ଷା ଓ ପବନ ଯୋଗୁଁ ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳର ବହୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇଥିବା ବେଳେ ଜଳମଗ୍ନ ହୋଇଛି ପ୍ରସିଦ୍ଧ ଶୈବପୀଠ ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହ । ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡିଯିବାରୁ ସକାଳ ପହିଲି ନୀତିକାନ୍ତୀରେ ମଙ୍ଗଳ ଆଳତୀ, ପୂଜାର୍ଚ୍ଚନାରେ ବିଳମ୍ବ ହୋଇଛି ।

Leave A Reply

Your email address will not be published.