ଜଳସମ୍ପଦ ମନ୍ତ୍ରୀଙ୍କ ନବରଙ୍ଗପୁର ଜିଲ୍ଲା ଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଗତକାଲି ନବରଙ୍ଗପୁର ଜିଲ୍ଲା ଗସ୍ତ କରି ଜିଲ୍ଲାରେ ଜଳ ସମ୍ପଦ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ସମୀକ୍ଷା ବୈଠକରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଜିଲ୍ଲାର ସମସ୍ତ ବିଧାୟକ, ଜିଲ୍ଲାପାଳ ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.