ସେପ୍ଟେମ୍ବର ୧୫ରେ ଜିଲ୍ଲାପାଳଙ୍କ ଜନ ଶୁଣାଣି କାର୍ଯ୍ୟକ୍ରମ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ସୋମବାର ଦିନ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଦିବା ୧୦ଘଟିକା ସମୟରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ସ୍ଥିତ କନଫରେନ୍ସ ହଲରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ସମସ୍ତ ବିଭାଗୀୟ ଅଧିକାରୀ, ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ, ଜିଲ୍ଲାପରିଷଦ ସଦସ୍ୟ, ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ସାମ୍ବାଦିକ ବନ୍ଧୁମାନେ ଉପସ୍ଥିତ ରହିବେ ଏବଂ ଜନସାଧାରଣ ଏହାର ସୁଯୋଗ ନେବା ପାଇଁ ବିଡ଼ିଓ କ୍ଷିତିଶ ବେହେରା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.