om academy

ଛତରଯାତ୍ରାରେ ଜନଗହଳି ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବିଶେଷ ପଦକ୍ଷେପ

jsm

କଳାହାଣ୍ଡି, (ପି.କେ. ସାହୁ) : ଓଡ଼ିଶାର ପ୍ରସିଦ୍ଧ କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା ଉପଲକ୍ଷେ ଭିଡ କମ କରିବା ପାଇଁ ଭବାନୀପାଟଣା ସହରସାରା ବ୍ୟାରିକେଡ଼ ଦିଆଯାଇଛି । କରୋନା କଟକଣାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବିଶେଷ ପଦକ୍ଷେପ ଗ୍ରହଣ କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.