ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୮୦ ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଏକାଧାରରେ ଜଣେ କବି, ଔପନ୍ୟାସିକ, ଦାର୍ଶନିକ ଏବଂ ସମାଜ ସଂସ୍କାରକ ଭାବେ ସୁପରିଚିତ ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୮୦ ତମ ଜୟନ୍ତୀ ଆଜି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ପାଳନ କରାଯାଇଛି । ଏହି ଅବସରରେ ଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଅବସ୍ଥାପିତ ଫକୀରମୋହନଙ୍କ ପ୍ରତିମୂର୍ତ୍ତିରେ ବିଭାଗୀୟ ଅଧିକାରୀମାନେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

Leave A Reply

Your email address will not be published.