ls

ବଇଦିପାଲି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ

2020

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିକଟସ୍ଥ ବଇଦିପାଲି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ବିନା ଉପସ୍ଥିତିରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ଖମାରୀ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଶିକ୍ଷୟତ୍ରୀ ଓ ସ୍କୁଲ ପରିଚାଳନା କମିଟିର ସଭାପତି ଚକ୍ରଧର ଥାଟି ଉପସ୍ଥିତ ଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଅଭିଭାବକମାନଙ୍କୁ ୫୭ ଦିନର ଏମଡ଼ିଏମ୍‌ ଚାଉଳ ବଂଟନ କରାଯାଇଥିଲା ।

Leave A Reply

Your email address will not be published.