jayashree

ଲାଠିକଟା ଅଞ୍ଚଳରେ ତ୍ରିରଙ୍ଗା ଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଥିବା ଲାଠିକଟା ବ୍ଲକରେ ଆଜି ରଘୁନାଥପାଲ୍ଲୀ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ର ଅଧକ୍ଷ ଦୁର୍ଗା ଚରଣ ତନ୍ତୀଙ୍କ ନେତୃତ୍ୱରେ ତ୍ରିରଙ୍ଗା ଯାତ୍ରାର ଆୟୋଜନ ହୋଇଥିଲା । ଏହି ଯାତ୍ରାରେ ଲାଠିକଟା ବ୍ଲକ ଉନ୍ନୟନ ଅଧିକାରୀ ମାନସ ରଞ୍ଜନ ସାହୁଙ୍କ ସମେତ ଦଳର ବହୁ କର୍ମକର୍ତ୍ତା ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.