ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପ୍ରକ୍ରିୟା ଆରମ୍ଭ

  • ଆଜି ହେବ ଶୁଭଖୁଣ୍ଟି ସ୍ଥାପନ

ବ୍ରହ୍ମପୁର : ବ୍ରହ୍ମପୁରର ପ୍ରସିଦ୍ଧ ମାଆ ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପ୍ରକ୍ରିୟା ଆରମ୍ଭ । ଶୁଭ ଖୁଣ୍ଟି ସ୍ଥାପନ ନେଇ ଦିନ ଧାର୍ଯ୍ୟ । ଆଜି ଶୁଭଖୁଣ୍ଟି ସ୍ଥାପନ ହେବ । ଯାତ୍ରା ପରିଚାଳକ ପି ଦୁର୍ଗା ପ୍ରସାଦ ଦେଶିବେହେରା ଏନେଇ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

1 × four =