pakka

ଜିଲ୍ଲା ପାଠାଗାରରେ ଜୟଦେବ ଜୟନ୍ତୀ ପାଳିତ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ କୋଶଲ କଳା ମଣ୍ଡଳ ସ୍ଥିତ ଜିଲ୍ଲା ପାଠାଗାରରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଂଜନ ମିଶ୍ରଙ୍କ ସଭାପତିତ୍ୱରେ ଜୟଦେବ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗୁରୁଶ୍ରୀ ଡ. ଘାସିରାମ ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଯୋଗ ଦେଇଥିଲେ । ମୁଖ୍ୟବକ୍ତା ଭାବେ ମହିଳା ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପକ ସଦାଶିବ ମଲ୍ଲିକ ମଂଚାସୀନ ଥିଲେ ।

Leave A Reply

Your email address will not be published.

sixteen − eight =