ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ଜନନାୟକ, ସ୍ୱାଧୀନତା ସଂଗ୍ରାମୀ, ଲୋକପ୍ରିୟ ରାଜନେତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.