oum

ଶିଳ୍ପୀଗୁରୁ ବିମ୍ବାଧର ବର୍ମାଙ୍କ ଜୟନ୍ତୀ ପାଳିତ

jsm

କଟକ : ମାହାଙ୍ଗା ବ୍ଲକ ନନ୍ଦକିଶୋର ବିଦ୍ୟାମନ୍ଦିର ପରିସରରେ ଶିଳ୍ପୀଗରୁ ବିମ୍ବାଧର ବର୍ମାଙ୍କ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି । ଏହି ଜୟନ୍ତୀ ରାଜ୍ୟସ୍ତରୀୟ ବିଭିନ୍ନ ସ୍ଥାନରେ ହେବାକୁ ଥିବାବେଳେ ମାହାଙ୍ଗାରେ ଏହି କାର୍ଯ୍ୟକ୍ରମକୁ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା ଉଦ୍‌ଘାଟନ କରିଥିଲେ । ମୁଖ୍ୟ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା ଯୋଗ ଦେବା ସହ ଶିଳ୍ପୀଗୁରୁ ବିମ୍ବାଧର ବର୍ମାଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ଶେଷରେ କିଛି ସ୍ୱୟଂ ସହାୟକ ଗୋଷ୍ଠୀ ଓ ସ୍କୁଲର କୃତି ଛାତ୍ରଛାତ୍ରୀମାନଙ୍କୁ ମନ୍ତ୍ରୀ ପୁରସ୍କୃତ କରିଥିଲେ ।

Leave A Reply

Your email address will not be published.