ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପ୍ରମୁଖ ବିନ୍ଧାଣୀ, ମହାନ୍ ପ୍ରଜାବତ୍ସଳ ରାଜା, ମାତୃଭୂମିର ତପସ୍ୱୀ ସାଧକ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.