ବିପ୍ଲବୀ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାନ୍ ବିପ୍ଲବୀ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳନ ଅବସରରେ ଆଜି ଭୁବନେଶ୍ଵର ଇଏସ୍ଆଇ ହସ୍‌ପିଟାଲ ରାସ୍ତା ସ୍ଥିତ ଧରଣୀଧରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଏଥିସହିତ ସନ୍ଧ୍ୟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.