କଣ୍ଟାବାଞ୍ଜି ବିଜେଡି ତରଫରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ବିଜେଡି ତରଫରୁ କଣ୍ଟାବାଞ୍ଜି ନର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଅଜୟ ଦାସଙ୍କ ନେତୃତ୍ୱରେ କଣ୍ଟାବାଞ୍ଜିରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଜନ୍ମ ଜୟନ୍ତୀ ପାଳନ ଅବସରରେ ହଜାର ହଜାର ଦଳୀୟ କର୍ମକର୍ତ୍ତା ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ଓ ଡାକ୍ତରଖାନାରେ ଫଳ ବଣ୍ଟନ ସହିତ ଶପଥ ପାଠ କରିଥିଲେ ।

Leave A Reply

Your email address will not be published.

3 × 1 =

error: Content is protected !!