ଝାଙ୍କରପାଲି ଠାରେ ୨୦ ତମ ସାର୍ବଜନୀନ ମା’ ଗଜଲକ୍ଷ୍ମୀଙ୍କ ପୂଜା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଝାଙ୍କରପାଲି ଠାରେ ୨୦ ତମ ସାର୍ବଜନୀନ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ମା’ଙ୍କ ଏହି ପୂଜା ଝାଙ୍କରପାଲି ଗଜଲକ୍ଷ୍ମୀ ପୂଜା କମିଟି ତରଫରୁ ଆୟୋଜିତ ହୋଇଥିବା ବେଳେ ଏହା ଆଜି ଠୁ ଆରମ୍ଭ ହୋଇ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି କମିଟି ତରଫରୁ ପ୍ରକାଶ କରାଯାଇଛି । ଏହି ଉପଲକ୍ଷେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ମାନେ ମଧ୍ୟ ଅନୁଷ୍ଠିତ ହେବ ।

Leave A Reply

Your email address will not be published.

one + thirteen =