ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୫୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଁଏ, କେନ୍ଦ୍ରାପଡ଼ା, ଯାଜପୁର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଜୀବନ ନେଇ ଘାତକ କରୋନା । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.