csstore

୧୭ ଦିନପରେ ଟନେଲ୍‌ରୁ ଉଦ୍ଧାର ଭଗବାନଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧନା : ମିଳିଲା ୨ ଲକ୍ଷ ସହାୟତା

ଉମରକୋଟ : ଦୀର୍ଘ ୧୭ ଦିନର ସଂଘର୍ଷ ପରେ ଟନେଲ୍‌ରୁ ସୁରକ୍ଷିତ ଭାବେ ଉଦ୍ଧାର ହୋଇ ନବରଙ୍ଗପୁର ଫେରିଥିବା ଡାବୁଗାଁ ବ୍ଲକ ତାଳବେଢା ଗାଁର ଭଗବାନ ଭତ୍ରାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଛି। ଏନେଇ ସ୍ଥାନୀୟ ମିଶନ୍‌ ଶକ୍ତି ହଲ୍‌ଠାରେ ଅନୁଷ୍ଠିତ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଓ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଭାଗବାନଙ୍କୁ ଡଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିଲେ ଏବଂ ଭଗବାନଙ୍କ ସଂଘର୍ଷର କଥା ଅନ୍ୟ ମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ବୋଲି କହିଥିଲେ ।

jayashree
Leave A Reply

Your email address will not be published.